May 16, 2026 0

ରାଜ୍ୟ ସରକାରୀ କର୍ମଚାରୀଙ୍କ DAରେ ୨ ପ୍ରତିଶତ ବୃଦ୍ଧି

ଭୁବନେଶ୍ବର ୧୫।୫: ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୨ ପ୍ରତିଶତ ବୃଦ୍ଧି । ସମୁଦାୟ ମହଙ୍ଗା ଭତ୍ତା ୫୮ ରୁ ୬୦ ପ୍ରତିଶତକୁ ବୃଦ୍ଧି ପାଇଲା…